TooBrief TooBrief

Home / Headlines

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

Dharitri · DistrictNews · 2026-09-06

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର ଜିଲାପାଳ କାର୍ଯ୍ୟାଳୟ ସାଂସ୍କୃତିକ କ୍ଲବ’ ପକ୍ଷରୁ ଏକ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଟୁର୍ନାମେଣ୍ଟରେ ମହିଳା ସିଙ୍ଗଲ୍ସ ଏବଂ ପୁରୁଷ ଡବଲ୍ସ ବିଭାଗରେ ପ୍ରତିଯୋଗୀମାନେ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ। ଏହା ଅଧିକାରୀ ଓ କର୍ମଚାରୀଙ୍କୁ କ୍ରୀଡ଼ା ପ୍ରତିଭା ପ୍ରଦର୍ଶନର ସୁଯୋଗ ଦେବା ସହ ଦଳଗତ […].

Read original on Dharitri Get the app

Licensed summary · LicensedSummary

Related briefs